19.1 C
Bhubaneswar
Saturday, February 7, 2026
Homeଓଡିଶାକାଶ୍ମୀରର ପହେଲଗାମରେ ଆତଙ୍କବାଦୀ ଆକ୍ରମଣ: ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା

କାଶ୍ମୀରର ପହେଲଗାମରେ ଆତଙ୍କବାଦୀ ଆକ୍ରମଣ: ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା

ମୃତ ଓଡ଼ିଆ ପର୍ଯ୍ୟଟକଙ୍କ ମର ଶରୀରକୁ ଆଣିବାକୁ ଆବାସିକ ଆୟୁକ୍ତଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: କାଶ୍ମୀରର ପହେଲଗାମ ଠାରେ ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ଉଗ୍ରପନ୍ଥୀମାନେ ନିରୀହ ପର୍ଯ୍ୟଟକମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦଢ଼ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣାରେ ଜଣେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାର ମଧ୍ୟ ସୂଚନା ମିଳିଛି। ସଂପୃକ୍ତ ଓଡିଆ ପର୍ଯ୍ୟଟକଙ୍କ ମର ଶରୀର କିପରି ତାଙ୍କର ବାସସ୍ଥାନରେ ସୁରୁଖୁରୁରେ ପହଞ୍ଚିବ, ସେ ସଂପର୍କରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ଅବସ୍ଥାପିତ ପ୍ରମୁଖ ଆବାସିକ ଆୟୁକ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking