30.1 C
Bhubaneswar
Thursday, April 25, 2024
Homeଦେଶ ବିଦେଶଜମ୍ମୁ ଓ କଶ୍ମୀରରରେ ନିରାପତ୍ତା ବଳଙ୍କ ସହ ଗୁଳିବିନିମୟ ଜଣେ ଆତଙ୍କବାଦୀ ନିହତ

ଜମ୍ମୁ ଓ କଶ୍ମୀରରରେ ନିରାପତ୍ତା ବଳଙ୍କ ସହ ଗୁଳିବିନିମୟ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର : ବୁଧବାର ପ୍ରତ୍ୟୁଷରେ ଜମ୍ମୁ ଓ କଶ୍ମୀରର ପୁଲୱାମା ଜିଲ୍ଲାରେ ନିରାପତ୍ତା ବଳଙ୍କ ସହ ଗୁଳି ବିନିମୟ ସମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଏହାଛଡ଼ା ବେଇଗ୍‌ପୋରା ଗୁଲ୍‌ଜାପୋରା ଅଞ୍ଚଳରେ ହିଜ୍‌ବ୍‌-ଉଲ୍-ମୁଜାହିଦୀନର କମାଣ୍ଡର୍ ରିୟାଜ୍ ନାଇକୁଙ୍କୁ ଧରିବାକୁ ତଲାସ ଅଭିଯାନ ମଧ୍ୟ ଚାଲିଛି।
ପୁଲିସ କହିଛି ଯେ ପୁଲ୍‌ୱାମା ଜିଲ୍ଲାର ଅବନ୍ତୀପୁର ଅଞ୍ଚଳର ଶାର୍ସାଲି ଗାଁରେ ସେ ଆତଙ୍କବାଦୀକୁ ଗୁଳି ମାରି ହତ୍ୟା କରାଯାଇଛି। ଏବେ ମଧ୍ୟ ସେ ଅଞ୍ଚଳରେ ତଲାସ ଅଭିଯାନ ଚାଲୁରହିଛି। ମଙ୍ଗଳବାର ବିଳମ୍ବିତ ରାତ୍ରୀରୁ ଦକ୍ଷିଣ କଶ୍ମୀରର ପୁଲ୍‌ୱାମା ଜିଲ୍ଲାରେ ଦୁଇଟି ଅଭିଯାନ ଚାଲିଛି। ସମ୍ପୃକ୍ତ ଅଞ୍ଚଳରେ ଆତଙ୍କବାଦୀମାନେ ଆତ୍ମଗୋପନ କରିଥିବା ସୂଚନା ପାଇବା ପରେ ନିରାପତ୍ତା ବଳ ତଲାସ ଅଭିଯାନ ଆରମ୍ଭ କରିଥିଲା।
https://onakhabar.com/2020/05/05/delhi-police-woman-constable-body-found-in-car-at-lodhi-colony/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking