36.1 C
Bhubaneswar
Saturday, May 18, 2024
Homeଓଡିଶାପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ପୁରୀ: ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ। ଉତ୍ତର ଘୁମୁସର ବନଖଣ୍ଡ ଅଞ୍ଚଳରୁ ୨୫ଟି ରଥକାଠ ପୁରୀରେ ପହଞ୍ଚିିଛି। ୨୫ଟି କାଠ ମଧ୍ୟରେ ୨୩ଟି ୪୦ ଫୁଟିଆ ଅସନ ଓ ୨ଟି ୪୦ ଫୁଟିଆ ଧଉରା କାଠ ରହିଛି। ଅସନ କାଠଗୁଡ଼ିକ ରଥର ଗୟଳ ଓ ଦଣ୍ଡା ଏବଂ ଧଉରା କାଠ ରଥର ଅଖ କାର୍ଯ୍ୟରେ ଲାଗିବ। ଗତବର୍ଷ ଠାରୁ ୫୩ ଖଣ୍ଡ କାଠ ବଳକା ହୋଇ ରହିଥିବା ବେଳେ ଚଳିତ ବର୍ଷ ଆଉ ୮ ଶହ ୧୨ ଖଣ୍ଡ କାଠର ଆବଶ୍ୟକତା ରହିଛି। ଇତିମଧ୍ୟରେ ୧୫୨ କାଠ ରଥଖଳାରେ ଏବଂ ୩୩ଟି କାଠ କରତ କଳରେ ପହଞ୍ଚିି ସାରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking