ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ କମିବ ଲଘୁଚାପ ପ୍ରଭାବ। କମିବ ବର୍ଷାର ପରିମାଣ ଓ ବସ୍ତତି। ମୌସୁମୀ ସିିଜିନରେ ରାଜ୍ୟରେ ଜୁନ ୧ରୁ ଆଜି ସୁଦ୍ଧା ରେକର୍ଡ ହୋଇଛି ୧୧୫୩.୩ ମିଲିମିଟର ବର୍ଷା । ଯାହାକି ସ୍ୱାଭାବିକ ବର୍ଷା ୧୦୯୯.୯ ମିଲିମିଟର ତୁଳନାରେ ୫ ପ୍ରତିଶତ ଅଧିକ । କନ୍ଧମାଳ ଜିଲ୍ଲାରେ ମୌସୁମୀ ଋତୁରେ ସର୍ବାଧିକ ୧୬୬୪.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଏଯାଏ ଭଦ୍ରକ ଜିଲ୍ଲାରେ ସର୍ବନିମ୍ନ ୮୩୭.୯ ମିଲିମିଟର ବର୍ଷା ହୋଇଛି । … Continue reading ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ