32.1 C
Bhubaneswar
Wednesday, September 18, 2024
Homeଓଡିଶାରାଜ୍ୟରେ ବଢିବ ବର୍ଷାର ପରିମାଣ

ରାଜ୍ୟରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର : ଅବପାତର ରୂପ ନେଇଛି ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେଇଛି। ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା । ଆଜିଠାରୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି। ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଏବଂ କେନ୍ଦୁଝରକୁ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି । ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷିବ। ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏହାକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାର ସମସ୍ତ ସ୍କୁଲ କଲେଜ, ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking