ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଚାଲାଣlବେଳେ ଜବତ କଲା ପୋଲିସ

ବ୍ୟୁରୋ : ସରକାରଙ୍କ ସମସ୍ତ ପ୍ରଚେଷ୍ଟା ସତ୍ତ୍ୱେ ବେଆଇନ ଦାଦନ ଚାଲାଣ କମିବାର ନାଁ ଧରୁନି। ଆଜି ପୁଣି ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । କାମ ଯୋଗାଇଦେବାର ପ୍ରଲୋଭନ ଦେଖାଇ ଆନ୍ଧ୍ରପ୍ରଦେଶ ଚାଲାଣବେଳେ ଆନ୍ଧ୍ର ଓଡ଼ିଶା ସୀମାନ୍ତ ଚିଲିବାଳସା ଗେଟ ନିକଟରୁ ୮୦ ଜଣ ଦାଦନ ଶ୍ରମିକ ଉଦ୍ଧାର କରିଛନ୍ତି ଯବାନ। ଉଦ୍ଧାର ଶ୍ରମିକଙ୍କ ମଧ୍ୟରେ କିଛି ନାବାଳକ ଓ ନାବାଳିକା ଥିବା ଜଣାଯାଇଛି। ସମସ୍ତଙ୍କ ଘର କୋରାପୁଟ ଜିଲ୍ଲା ନାରାୟଣପାଟଣାରେ ବୋଲି ଜଣାଯାଇଛି … Continue reading ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଚାଲାଣlବେଳେ ଜବତ କଲା ପୋଲିସ