20.1 C
Bhubaneswar
Saturday, December 6, 2025
Homeଓଡିଶାତର୍କ, ବିତର୍କରେ କମ୍ପୁଛି ବିଧାନସଭା

ତର୍କ, ବିତର୍କରେ କମ୍ପୁଛି ବିଧାନସଭା

ଭୁବନେଶ୍ୱର: ଆଜି ବିଧାନସଭା ଶୀତକାଳୀନ ଅଧିବେଶନର  ନବମ ଦିନ ।  ସୁରୁଖୁରୁରେ ଚାଲିଛି  ବିଧାନଭା ଶୀତକାଳୀନ ଅଧିବେଶନ । ଆଜି ପ୍ରଶ୍ନକାଳରେ ମହିଳା ଓ ଶିଶୁ ବିକାଶ, ପର୍ଯ୍ୟଟନ, ଅବକାରୀ ବିଭାଗ, ମିଶନ ଶକ୍ତି ଏବଂ ଆଇନ ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ  ରହିଛି । ବିଭିନ୍ନ ବିଭାଗର ମନ୍ତ୍ରୀ  ବିଧାୟକ, ବିଧାୟିକାଙ୍କ  ପ୍ରଶ୍ନର ଉତ୍ତର ରଖୁଛନ୍ତି ଗୃହରେ ।ସେହିଭଳି ଶୂନ୍ୟକାଳରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇବେ ସଦସ୍ୟ ।  ଦ୍ୱିତୀୟ ଅଧ୍ୟାୟରେ ଏସସି/ ଏସଟି ବିଭାଗର ଅତିରିକ୍ତ ବଜେଟ ଖର୍ଚ୍ଚ ଦାବି ଆଲୋଚନା ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking