ଆଜିଠୁ ଆରମ୍ଭ ହେଲା ବାଲିଯାତ୍ରା ପ୍ଲଟ ନିଲାମ ପ୍ରକ୍ରିୟା, ଆସନ୍ତା ୧୫ ପର୍ଯ୍ୟନ୍ତ ଚାଲିବ

କଟକ: ଆସନ୍ତା ନଭେମ୍ବର ୨୭ ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ କଟକର ଐତିହାସିକ ବାଲିଯାତ୍ରା। ଆଜି ଠାରୁ ଆରମ୍ଭ ହେଲା ପ୍ଲଟ ନିଲାମ ପ୍ରକ୍ରିୟା। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ପ୍ରକ୍ରିୟା। ଏହି ପ୍ରକ୍ରିୟା ପାଇଁ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଧିକାରୀ,କର୍ମଚାରୀମାନଙ୍କୁ ନେଇ ୧୦ ଟି ଟିମ କରାଯାଇଛି। ୧୦ ଟି ସ୍ଥାନରେ ଚାଲିଛି ପ୍ଲଟ ନିଲାମ ପ୍ରକ୍ରିୟା। ବାରବାଟୀ ଷ୍ଟାଡିୟମ ପରିସରରେ ଥିବା ବାରବାଟୀ ପ୍ୟାଲେସଠାରେ ତିନୋଟି ଟିମ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ … Continue reading ଆଜିଠୁ ଆରମ୍ଭ ହେଲା ବାଲିଯାତ୍ରା ପ୍ଲଟ ନିଲାମ ପ୍ରକ୍ରିୟା, ଆସନ୍ତା ୧୫ ପର୍ଯ୍ୟନ୍ତ ଚାଲିବ