32.1 C
Bhubaneswar
Friday, April 26, 2024
Homeଦେଶ ବିଦେଶଜୁଲାଇରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ

ଜୁଲାଇରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ : ଆଉ ମାତ୍ର ୪ ଦିନ ପରେ ଜୁନ୍‌ ମାସ ସରିବାକୁ ଯାଉଛି। ତେଣୁ ଆଗାମୀ ଜୁଲାଇ ମାସ ପାଇଁ ବ୍ୟାଙ୍କର ଛୁଟି ତାଲିକା ଜାରି କରିଛି ଆରବିଆଇ। ଜୁଲାଇ ମାସରେ ପାଖାପାଖି ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ। ଜୁଲାଇରେ ରଥଯତ୍ରା, ବକ୍ରି ଇଦ୍‌ ସହିତ ବିଭିନ୍ନ ପ୍ରକାର ପୂଜା ପଡୁଛି। ଦ୍ୱିତୀୟ, ଚତୁର୍ଥ ଶନିବାର ଏବଂ ରବିବାରର ସାପ୍ତାହିକ ଛୁଟି ମଧ୍ୟ ସାମିଲ୍ ।ଦେଶର ଭିନ୍ନ ଭିନ୍ନ ରାଜ୍ୟରେ ବ୍ୟାଙ୍କଗୁଡିକରେ ଅଲଗା ଅଲଗା ଦିନ ଛୁଟି ରହିଥାଏ। ଏମିତି ଅନେକ ଛୁଟି ରହିଛି ଯାହା କୌଣସି ରାଜ୍ୟ କିମ୍ବା ସ୍ଥାନୀୟ ଅଞ୍ଚଳ ସହ ସମ୍ବନ୍ଧିତ ରହିଛି। ଏଥିପାଇଁ ବ୍ୟାଙ୍କର ଛୁଟି ରାଜ୍ୟ ହିସାବରେ ହୋଇଥାଏ। ସବୁ ଛୁଟି ସମସ୍ତ ରାଜ୍ୟ ଉପରେ ଲାଗୁ ହୁଏ ନାହିଁ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking