21.1 C
Bhubaneswar
Monday, December 8, 2025
Homeଓଡିଶାଚିଲିକା ମୁହାଁ ଏବେ ବିଦେଶୀ ପକ୍ଷୀ 

ଚିଲିକା ମୁହାଁ ଏବେ ବିଦେଶୀ ପକ୍ଷୀ 

ଚିଲିକା: ଚିଲିକାରେ ପହଞ୍ଚିଲେ ବିଦେଶାଗତ ପକ୍ଷୀ । ଚଳିତ ବର୍ଷ ଚିଲିକାରେ ଲକ୍ଷାଧିକ ବିଦେଶୀ ପକ୍ଷୀମାନଙ୍କ ସମାଗମ ହେବ ବୋଲି ଲକ୍ଷ ରଖିଛି ବନ ବିଭାଗ । ଏହାକୁ ଆଖି ଆଗରେ ରଖି ସୁରକ୍ଷାକୁ କଡାକଡି କରିଛି ବନ ବିଭାଗ । ଚିଲିକା ବନଖଣ୍ଡ ବନାଞ୍ଚଳ ବାଲୁଗାଁ କାର୍ଯ୍ୟାଳୟ ତରଫରୁ ବିଭିନ୍ନ ରେଞ୍ଜରେ ପକ୍ଷୀ ସୁରକ୍ଷା ପାଇଁ ୨୧ ଟି ଟିମ୍ ଗଠିତ  କରାଯାଇଛି । ଟାଙ୍ଗୀ-୧୧, ରମ୍ଭା-୨, ବାଲୁଗାଁ-୪, ନୂଆପଡା-୨, ସାତପଡା-୨ ସହିତ ଲ୍ୟାଣ୍ଡ ମୋବାଇଲ ଟିମ୍‌ ସୁରକ୍ଷା ଦିଗରେ ସମଗ୍ର ଚିଲିକାରେ ଘୁରି ବୁଲିବେ। ସେଥିପାଇଁ ଚିଲିକାରେ ପ୍ରସ୍ତୁତ ହୋଇ ରହିଛି ବନ ବିଭାଗ।ପକ୍ଷୀ ସୁରକ୍ଷା ଦିଗରେ ତିଖ୍ନ ନଜର ରଖିଛି ବନ ବିଭାଗ । ବିଦେଶରୁ ଚିଲିକା ମୁହାଁ ଏବେ ବିଦେଶାଗତ ପକ୍ଷୀ । ଶୀତ ଋତୁର ଆଗମନରେ ବର୍ତ୍ତମାନ ଚିଲିକା ଉପରେ ପକ୍ଷୀମାନେ ଘୁରି ବୁଲୁଥିବା ଦେଖିବାକୁ ମିଲିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking