38.1 C
Bhubaneswar
Friday, April 26, 2024
Homeଓଡିଶାନାବାଳକ ସହ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନାବାଳକ ସହ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନୂଆପଡ଼ା : ସେବାଶ୍ରମ ନିକଟ ଏକ ଗଛରୁ ନାବାଳକ ସହ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ନାବାଳିକା ଜଣକ କୁକୁରମୁଣ୍ଡି ସେବାଶ୍ରମ ସ୍କୁଲର ଅଷ୍ଟମ ଶ୍ରେଣୀର ଛାତ୍ରୀ ଥିଲେ । ନାବାଳିକା ଜଣକ ଶନିବାର ରାତିରୁ ନିଖୋଜ ଥିଲେ । ଖବର ପାଇ ଧରମବନ୍ଧା ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଉଭୟଙ୍କ ଶବ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଘଟଣାର ତଦନ୍ତ ଆରମ୍ଭ କରିଛି ।
https://onakhabar.com/2020/03/01/the-body-of-the-young-man-was-found-hanging/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking