27.1 C
Bhubaneswar
Monday, March 30, 2026
Homeଓଡିଶାଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ଗଞ୍ଜାମ: ପଣସ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଛି। ମୃତ ଯୁବକ ଜଣକ ହେଲେ ମୋହନା ଥାନା ଅନ୍ତର୍ଗତ ମାଣିକପୁର ପଞ୍ଚାୟତ ସରପଞ୍ଚ ଲକ୍ଷ୍ମଣ ଦଳାଇଙ୍କ ସାନ ପୁଅ କୁମୁଦ(୨୫)। ଚନ୍ଦ୍ରଗିରି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି। ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ମେଡିକାଲକୁ ପଠାଇଛି। ତେବେ କେଉଁ କାରଣରୁ ସେ ଆତ୍ମହତ୍ୟା କରିଛନ୍ତି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନ ଥିବା ଫାଣ୍ଡି ଅଧିକାରୀ ସୁନୀଲ କୁମାର ସେଠୀ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking