28.1 C
Bhubaneswar
Saturday, June 14, 2025
Homeଓଡିଶାରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଭୁବନେଶ୍ୱର କଂଗ୍ରେସ ଭବନ ନିକଟ ରାସ୍ତାକଡରୁ ଜଣେ ଯୁବକଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। କେହି କାରରେ ଆଣି ଯୁବକଙ୍କ ମୃତଦେହ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking