29.1 C
Bhubaneswar
Saturday, July 27, 2024
Homeଓଡିଶାଦନ୍ତା ହାତୀର ମୃତଦେହ ଉଦ୍ଧାର

ଦନ୍ତା ହାତୀର ମୃତଦେହ ଉଦ୍ଧାର

କୁଚିଣ୍ଡା: ସମ୍ବଲପୁର ଜିଲ୍ଲା ବାମରା ବନଖଣ୍ଡ ଜମନକିରା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ସରଡ଼ା ରାସ୍ତା ବାଲିଆମ ପର୍ବତ ପାଦଦେଶରେ ଦନ୍ତା ହାତୀର ମୃତଦେହ ଠାବ ହୋଇଛି । ବର୍ତ୍ତମାନ ପର୍ୟ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ବନ ବିଭାଗ ଉପସ୍ଥିତ ରହି ତଦନ୍ତ ଜାରି ରଖିଛି । ପ୍ରାଥମିକ ତଦନ୍ତରୁ ଯାହା ଜଣାପଡିଛି ହାତୀର ବୟସ ପ୍ରାୟ ୭ରୁ ୮ବର୍ଷ ମଧ୍ୟରେ ରହିଛି । ନିଜ ନିଜ ମଧ୍ୟରେ ମାଡଗୋଳ ହୋଇ ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରୁଛି ବନ ବିଭାଗ । ତେବେ ବୁଧବାର ଶବ ବ୍ୟବଚ୍ଛେଦ ହେଲା ପରେ ଘଟଣାର ସତ୍ୟାସତ୍ୟ ଜଣାପଡିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking