29.1 C
Bhubaneswar
Thursday, April 25, 2024
Homeଓଡିଶାହୋଟେଲ୍ ଭିତରୁ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

ହୋଟେଲ୍ ଭିତରୁ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

ପୁରୀ: ହୋଟେଲ୍ ଭିତରୁ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ପୁରୀ ବଳିଆପଣ୍ଡା ସାଇରାଜ ହୋଟେଲରେ କାମ କରୁଥିବା ଜଣେ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ହୋଇଛି ମୃତବ୍ୟକ୍ତି ଜଣକ ହେଉଛନ୍ତି ପଶ୍ଚିମବଙ୍ଗ ଅଞ୍ଚଳର ଗୌତମ ନସ୍କର

ଖବର ପାଇ ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି ଏହାସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ତେବେ କିଭଳି ମୃତ୍ୟୁ ଘଟିଲା ତାହାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି

ଶୈଳେନ୍ଦ୍ରଙ୍କ ହାତରେ ଏବେ ଅଫର୍ ପରେ ଅଫର୍ ‘ଡେଲିଭରି ବୟ’ ଫିଟାଇଲା ଭାଗ୍ୟ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking