28.1 C
Bhubaneswar
Thursday, March 28, 2024
Homeଓଡିଶାଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅନ୍ତର୍ଗତ ପେଡ଼ାଗଡ଼ି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁ ନିକଟ ଜଙ୍ଗଲର ଏକ ଗଛରୁୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କ ବୟସ ୨୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ସ୍ଥାନୀୟଲୋକେ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛ। ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଥିବା ନେଇ ସୂଚନା ମିଳିଛି।
https://onakhabar.com/2020/03/01/allegations-of-looting-of-gold-jewelery-along-with-rs-4-lakh/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking