28.1 C
Bhubaneswar
Thursday, September 19, 2024
Homeଓଡିଶାଲଜରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ଲଜରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର : ବ୍ରହ୍ମପୁରର ଏକ ଲଜରୁ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଥିବା  ଏକ ଲଜରେ । ମୃତ ଯୁବତୀ ଜଣକ କେରଳର ଅବଦୁଲ ପରିପାଲିପ ହୋଇଥିବା ସୂଚନା ମିଳିଛି । ସେ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଆସି  ଏହି ଲଜରେ ରହୁଥିଲେ । ଘଟଣା ପ୍ରଚାର ହେବା ପରେ ପୁରୁଷ ବନ୍ଧୁ ଫେରାର ହୋଇଯାଇଛନ୍ତି । ସୂଚନା ଅନୁସାରା ଗତ ୧୯ ତାରିଖରେ ମହିଳା ଜଣକ ତାଙ୍କର ଜଣେ ପୁରୁଷ ବନ୍ଧୁଙ୍କ ସହ ବ୍ରହ୍ମପୁର ଆଜି ଏକ ଳଜରେ ରହୁଥିଲେ ।

ହଠାତ୍ ଗତକାଲି ସକାଳେ ଲଜ କର୍ମଚାରୀ ସଫେଇ ପାଇଁ କବାଟ ବାଡେଇବାରୁ କେହି ଶୁଣିନଥିଲେ। ଏନେଇ ବୈଦ୍ୟନାଥପୁର ଥାନାକୁ ଖବର ଦିଆଯାଇଥିଲା। ପରେ ପୋଲିସ ଆଜି ଲଜରେ ପହଞ୍ଚି କବାଟ ଭାଙ୍ଗିଥିଲା । ଏବଂ ଲଜରୁ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଥିଲା । ଦୁଇ ଦିନ ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରୁ ଯୁବତୀଙ୍କ ପୁରୁଷ ବନ୍ଧୁ ଜଣକ ଫେରାର ହୋଇପଡିଛନ୍ତି ।  ପୋଲିସ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking