28.1 C
Bhubaneswar
Sunday, April 28, 2024
Homeଓଡିଶାଖାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଖାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଜଳେଶ୍ୱର  : ଏକ ଖାଲରୁ ଯୁବକଙ୍କ ମୃତଦେହ ଠାବ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ରାଜପୁର ବସ୍ତିରୁ ଠାବ ହୋଇଛି ମୃତଦେହ । ହତ୍ୟା ସନ୍ଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖୋଲତାଡ ଆରମ୍ଭ କରିଛି ।

ଖବର ଅନୁଯାୟୀ, ରାଜପୁର ବସ୍ତିର ଏକ ଖାଲରେ ଜଣେ ଯୁବକଙ୍କ ମୃତଦେହ ପଡିଥିବା କିଛି ଲୋକ ଦେଖିଥିଲେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ।ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ତେବେ ମୃତ ଯୁବକ ଜଣଙ୍କ ହେଲେ ରାଜପୁର ଅଞ୍ଚଳର ବଜେନ୍ଦ୍ର ଘଡାଇଙ୍କର ପୁଅ ଚନ୍ଦନ ଘଡ଼ାଇ । ତାଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ହତ୍ୟା ନା ଆଉ କିଛି । ତାହାର ଗୁମର ଫିଟିବ ବୋଲି ଆଶା କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking