35.1 C
Bhubaneswar
Tuesday, May 21, 2024
Homeଓଡିଶାକୂଅ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର

କୂଅ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବଡ଼ବିଲ ବଙ୍ଗଳା ଛକ ନିକଟରେ ଘଟିଛି ଅଭାବନୀୟ ଘଟଣା । କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର। ସୂଚନା ଅନୁଯାୟୀ, ବୁଧବାର ବଙ୍ଗଳା ଛକ ନିକଟରେ ଥିବା କୂଅରୁ ଜଣେ ଯୁବକଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ସ୍ଥାନୀୟ ଲୋକ, କୂଅରେ ମୃତଦେହ ଭାସୁଥିବା ଦେଖି ଅଗ୍ନିଶମ ବାହିନୀ ଓ ପୋଲିସକୁ ଖବର ଦେଇଥିଲେ । ଖବର ପାଇ, ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି କୂଅରୁ ଯୁବକଙ୍କ ମୃତଦେହକୁ ଉଦ୍ଧାର କରିଥିଲେ । ଉଦ୍ଧାର ହୋଇଥିବା ମୃତଦେହର କୌଣସି ପରିଚୟ ମିଳିନାହିଁ । ପୋଲିସ ଘଟଣାର ତଦନ୍ତ କରୁଛି । କେଉଁ କାରଣରୁ ଯୁବକଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking