ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍; ୨୦ରୁ ଅଧିକ ଯାତ୍ରୀ ଆହତ

ବୌଦ୍ଧ : ଟ୍ରକକୁ ଧକ୍କା ଦେଇ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍। ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ବୌଦ୍ଧ ଜିଲ୍ଲା ରାଣୀପଦର ଘାଟିରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ଫୁଲବାଣୀ ଅଭିମୁଖେ ଯାଉଥିଲା। ରାଣୀପଦର ଘାଟି ନିକଟରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍ ସହ ବସ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ପରେ ବସ୍‌ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୨୦ରୁ ଅଧିକ … Continue reading ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍; ୨୦ରୁ ଅଧିକ ଯାତ୍ରୀ ଆହତ