28.1 C
Bhubaneswar
Monday, July 1, 2024
Homeଓଡିଶାଚକା ଫାଟି ଓଲଟିଲା ବସ୍‌, ୩୦ ଯାତ୍ରୀ ଆହତ

ଚକା ଫାଟି ଓଲଟିଲା ବସ୍‌, ୩୦ ଯାତ୍ରୀ ଆହତ

ଭୁବନେଶ୍ୱର: ଚକା ଫାଟି ଓଲଟିଲା ବସ୍‌। ବସ୍‌ରେ ଥିବା ୩୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ବାରିପଦା ମେଡିକାଲରେ ସମସ୍ତଙ୍କ ଚିକିତ୍ସା ଚାଲିଛି। ଘଟଣା ଘଟିଛି ମୟୂରଭଞ୍ଜ ୧୮ ନମ୍ବର ଜାତୀୟ ରାଜପଥ କୃଷ୍ଣଚନ୍ଦ୍ରପୁରରେ ।ସୂଚନା ଅନୁଯାୟୀ, ରାଇରଙ୍ଗପୁରରୁ ଭୁବନେଶ୍ୱର ଆସୁଥିଲା ଇନ୍ଦ୍ରାଣୀ ନାମକ ଘରୋଇ ବସ । ୧୮ ନମ୍ବର ଜାତୀୟ ରାଜପଥ କୃଷ୍ଣଚନ୍ଦ୍ରପୁର ଅଞ୍ଚଳରେ ଚକା ଫାଟିଯିବାରୁ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking