28.1 C
Bhubaneswar
Thursday, June 12, 2025
Homeଦେଶ ବିଦେଶପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଛି କ୍ୟାବିନେଟ ବୈଠକ

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଛି କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ  ବୈଠକ ବସିଛି । ସିସିଏସ ପରେ କ୍ୟାବିନେଟ ବୈଠକ ଜାରି ରହିଛି ।  ବୈଠକରେ ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଉପସ୍ଥିତ ରହିଛନ୍ତି । ତିନି ସେନାର ମୁଖ୍ୟ ସାମିଲ  ସାମିଲ ରହିଛନ୍ତି । ଅନ୍ୟପଟେ   ସମସ୍ତ  ଅର୍ଦ୍ଧସାମରିକ ବାହିନୀର ଛୁଟି ବାତିଲ । ଏନେଇ ଅର୍ଦ୍ଧସାମରିକ ବାହିନୀର ମୁଖ୍ୟଙ୍କୁ କେନ୍ଦ୍ର ଗୃହ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଛୁଟିରେ ଥିବା ସମସ୍ତ ଯବାନଙ୍କୁ ତୁରନ୍ତ କାଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking