26.1 C
Bhubaneswar
Friday, March 29, 2024
Homeଓଡିଶାଗଞ୍ଜେଇ ଓ ବ୍ରାଉନସୁଗାର ବିରୋଧରେ ଅଭିଯାନ ଜାରି ରହିବ

ଗଞ୍ଜେଇ ଓ ବ୍ରାଉନସୁଗାର ବିରୋଧରେ ଅଭିଯାନ ଜାରି ରହିବ

ଭୁବନେଶ୍ୱର : ଗଞ୍ଜେଇ ଓ ବ୍ରାଉନସୁଗାର ବିରୋଧରେ ଅଭିଯାନ ଜାରି ରହିବ । ଚାଲାଣ ରୋକିବାକୁ ଆହୁରି କଡା ଆଭିମୁଖ୍ୟ ଗ୍ରହଣ କରାଯିବ । ଏନେଇ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୋଲିସ ଡିଜି ଅଭୟ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘୫ଟି ରାଜ୍ୟର ପୋଲିସ ଡିଜିଙ୍କ ସହ ବୈଠକ ବସିଛି । ରାଜ୍ୟରେ ୯ ମାସରେ ୧୦୫୪ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ଜାନୁୟାରୀରୁ ସେପ୍ଟେମ୍ବର ମଧ୍ୟରେ ୧୦୫୪ କୁଇଣ୍ଟାଲ ଜବତ ହୋଇଛି । କୋରାପୁରୁ ୪୧୩, ମାଲାକନଗିରିରୁ ୨୪୦ ଓ କୋରାପୁଟରୁ ୧୨୬ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି ।’

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking