27.1 C
Bhubaneswar
Monday, September 23, 2024
Homeଓଡିଶାଭାରସ୍ୟାମ ହରାଇ ୩୦ ଫୁଟ ତଳକୁ ଖସିଲା କାର

ଭାରସ୍ୟାମ ହରାଇ ୩୦ ଫୁଟ ତଳକୁ ଖସିଲା କାର

ଆନନ୍ଦପୁର : ଆଜି ସକାଳୁ ମୟୂରଭଞ୍ଜ ଜିଲ୍ଲା ଆନନ୍ଦପୁର ବ୍ରିଜ୍ ଛକ ଶିଶୁପାର୍କ ନିକଟରେ ଭାରସ୍ୟାମ ହରାଇ ୩୦ ଫୁଟ ତଳକୁ ଖସିଲା କାର । ଏହି ଦୁର୍ଘଟଣାରେ ୨ଜଣ ଗୁରୁତର ଆହତ ହେବା ସହିତ ୩ ଜଣ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତରଣ କରାଯାଇଛି ଏବଂ ଆହତଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି କାରକୁ ଜବତ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking