37.1 C
Bhubaneswar
Sunday, May 5, 2024
Homeଓଡିଶାଟ୍ରକକୁ ଧକ୍କା ଦେଲା କାର୍‌ : ୪ ମୃତ

ଟ୍ରକକୁ ଧକ୍କା ଦେଲା କାର୍‌ : ୪ ମୃତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ବଡ଼ପୋଖରୀଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏନଏଚ୍‌-୧୬ରେ ଛିଡ଼ା ହୋଇଥିବା ଏକ ଟ୍ରକକୁ କାର୍‌ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ଘଟିଛି । କାର୍‌ ମଧ୍ୟରେ ଥିବା ୨ଜଣ ପୁରୁଷ ଓ ୨ଜଣ ମହିଳାଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ଆଜି ଭୋରରୁ ଘଟିଥିବା ବେଳେ, କାରଟି ଆନ୍ଧ୍ର ଆଡୁ ଆସୁଥିବା ସୂଚନା ମିଳିଛି । ମୃତ ବ୍ୟକ୍ତିଙ୍କ ଘର ଓ ପରିଚୟ ଜଣାପଡ଼ିନାହିଁ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking