27.7 C
Bhubaneswar
Tuesday, April 7, 2026
Homeଓଡିଶାଆସନ୍ତା କାଲିଠୁ ପୁଣି ରତ୍ନ ଭଣ୍ଡାରରେ ଗଣତି

ଆସନ୍ତା କାଲିଠୁ ପୁଣି ରତ୍ନ ଭଣ୍ଡାରରେ ଗଣତି

ଭୁବନେଶ୍ୱର: କାଲିଠାରୁ ପୁଣି ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାରର ଗଣତି ହେବ । କାଲିଠୁ ଆରମ୍ଭ ହୋଇ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହା ପରେ ୧୩ ତାରିଖ ଓ ୧୬ରୁ ୧୮ ତାରିଖ ଯାଏଁ ଗଣତି ହେବ । ଗଣତି ଦିନରେ ଭିତର କାଠ ନିକଟରୁ ଦର୍ଶନ ବନ୍ଦ ହେବ । ବାହାର କାଠ ନିକଟରୁ ଦର୍ଶନ ହେବ । ପରବର୍ତ୍ତୀ ଗଣତି ଦିନଗୁଡିକ ଏହି ପର୍ଯ୍ୟାୟ ପରେ ଘୋଷଣା କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking