28.1 C
Bhubaneswar
Thursday, July 4, 2024
Homeଓଡିଶାରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର : ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ଦାୟିତ୍ୱ ନେବା ପରେ ସୌଜନ୍ୟମୂଳକ ଭାବେ ସାକ୍ଷାତ କଲେ ।
ସୂଚନା ଯୋଗ୍ୟ ଗତକାଲି ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ୧୯୯୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ଓଡ଼ିଶାରେ ଜଣେ ଉପଜିଲ୍ଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking