27.1 C
Bhubaneswar
Saturday, October 19, 2024
Homeଓଡିଶାଆଳିରେ ଡଙ୍ଗା ବୁଡ଼ି ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନକମ୍ପାମୂଳକ ସହାୟତା...

ଆଳିରେ ଡଙ୍ଗା ବୁଡ଼ି ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର:  କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟ ରେ ନୌକା ଦୁର୍ଘଟଣା ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି। ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲ୍ଲାପାଳ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ନଦୀରେ ବୁଡ଼ିଲା ଡ଼ଙ୍ଗା ; ଜଣେ ମୃତ, ଜଣେ ନିଖୋଜ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking