34.1 C
Bhubaneswar
Saturday, April 27, 2024
Homeଓଡିଶାବିଜେଡିର ପ୍ରଥମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବିଜେଡିର ପ୍ରଥମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିର୍ବାଚନୀ ମାହୋଲ ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବିଜେଡି ନିଜର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବିଜେଡି ପକ୍ଷରୁ ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ।

ଲୋକସଭା ପ୍ରାର୍ଥୀ….

ସମ୍ବଲପୁର: ପ୍ରଣବ ପ୍ରକାଶ ଦାସ
କଳାହାଣ୍ଡି: ଲମ୍ବୋଦର ନିଆଲ
ସୁନ୍ଦରଗଡ଼: ଦିଲ୍ଲୀପ ତିର୍କୀ
ମୟୂରଭଞ୍ଜ: ସୁଦାମ ମାରାଣ୍ଡି
କେନ୍ଦ୍ରାପଡ଼ା: ଅଂଶୁମାନ ମହାନ୍ତି
ନବରଙ୍ଗପୁର: ପ୍ରଦୀପ ମାଝୀ
ଭୁବନେଶ୍ୱର: ମନ୍ମଥ ରାଉତରାୟ
କୋରାପୁଟ: କୌଶଲ୍ୟା ହିକକା
ଆସିକା: ରଞ୍ଜିତା ସାହୁ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking