ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ପ୍ରତିଷ୍ଠା ଦିବସ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ସାମନ୍ତ ବିହାର ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି ଟଙ୍କା ବିନିଯୋଗ ହେବ। ଏଥିରେ ୩୦୦ ଶିକ୍ଷକଙ୍କ ଟ୍ରେନିଂ ପାଇଁ auditorium, ୧୦୦ ଜଣ ଶିକ୍ଷକଙ୍କ ରହିବା ପାଇଁ ବ୍ୟବସ୍ଥା ସହିତ ୧୦ ଟି କର୍ମଶାଳା କେନ୍ଦ୍ର … Continue reading ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ପ୍ରତିଷ୍ଠା ଦିବସ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ