28.1 C
Bhubaneswar
Tuesday, June 30, 2026
Homeଓଡିଶାଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ...

ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି। ଏହି ଟାସ୍କ ଫୋର୍ସରେ ରହିଥିବା ୮ ଜଣ ସଦସ୍ୟ ଅଛନ୍ତି। ଏହି ସଦସ୍ୟ ମାନେ ହେଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ୍, ସରକାରୀ ଦଳ ଉପ ମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ବାଲେଶ୍ଵର ସାଂସଦ ଶ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ,କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାୟକ, କରଞ୍ଜିଆ ବିଧାୟକ ଶ୍ରୀ ପଦ୍ମ ଚରଣ ହାଇବୁରୁ, ଚମ୍ପୁଆ ବିଧାୟକ ଶ୍ରୀ ସନାତନ ମହାକୁଡ଼, ତେଲକୋଇ ବିଧାୟକ ଶ୍ରୀ ଫକୀର ମୋହନ ନାୟକ ଏବଂ ବାସୁଦେବପୁର ବିଧାୟକ ଶ୍ରୀ ଅଶୋକ କୁମାର ଦାସ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking