ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର … Continue reading ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ