32.1 C
Bhubaneswar
Tuesday, April 23, 2024
Homeଓଡିଶାଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏଣିକି ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲକୁ ବ୍ୟବହାର କରିବା ଦରକାର ପଡିବ ନାହିଁ। ଏବେ ବିଭିନ୍ନ ବିଭାଗର ଛାତ୍ରବୃତ୍ତି ଲାଗି ଏବେ ରହିବ ଗୋଟିଏ ପୋର୍ଟାଲ। ରାଜ୍ୟର ୧୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏହାଦ୍ୱାରା ଉପକୃତ ହେବେ । www.scholarship.odisha.gov.inରେ କ୍ଲିକ୍‌ କଲେ ଏଥିପାଇଁ ଆବେଦନ କରି ପାରିବେ । ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୬ଟି ବିଭାଗ ପକ୍ଷରୁ ୨୧ଟି ଛାତ୍ରବୃତ୍ତି ଦିଆଯାଇଥାଏ।ଦୁର୍ବଳଶ୍ରଣୀର ପିଲାମାନଙ୍କ ଶିକ୍ଷା ସୁବିଧା ରାଜ୍ୟ ସରକାରଙ୍କ ପ୍ରାଥମିକତା ରହିଆସିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking