ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ସମସ୍ତଙ୍କୁ ଆଶ୍ଵାସନା ଓ ଭରଷା ଦେଲେ

ଭୁବନେଶ୍ଵର: ସବୁଦିନ ପରି ଆଜି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନ ପରିସରରେ ପ୍ରାୟ ଏକ ହଜାର ଲୋକଙ୍କ ସମାବେଶ। ସମସ୍ତେ ଅପେକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ସେମାନଙ୍କ ସମସ୍ୟା ଶୁଣିବେ ଓ ଅଭିଯୋଗ ପତ୍ର ଗ୍ରହଣ କରିବେ। ସକାଳର ବ୍ୟସ୍ତ ବହୁଳ କାର୍ଯ୍ୟକ୍ରମ ପରେ ମଧ୍ୟାହ୍ନ ଠାରୁ ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଇଁ ସମୟ ରଖିଥିଲେ। ଲୋକମାନେ ମଧ୍ୟ ଧାଡି ବାନ୍ଧି ଶୃଙ୍ଖଳିତ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଅପେକ୍ଷା କରି ରହିଥିଲେ। ମୁଖ୍ୟମନ୍ତ୍ରୀ ନିଜେ ଆସି ଜଣ … Continue reading ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ସମସ୍ତଙ୍କୁ ଆଶ୍ଵାସନା ଓ ଭରଷା ଦେଲେ