37.5 C
Bhubaneswar
Monday, April 20, 2026
Homeଓଡିଶାଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବୈଶାଖ ଶୁକ୍ଲପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ । ଉକ୍ତ ଦିନ ଯେକୌଣସି କାର୍ଯ୍ୟକଲେ ଶୁଭ ହୋଇଥାଏ । ପରମ୍ପରା ଅନୁସାରେ ଉକ୍ତ ଦିନଠାରୁ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟର ଅନୂକୂଳ ହୋଇଥାଏ । ଏହି ଅବସରରେ ଆଜି କଟକର ସିଆରଆରଆଇଠାରେ ଅଖିମୁଠି ଅନୂକୁଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିିଂହଦେଓ , କଟକ ସାଂସଦ ଭର୍ତ୍ତୁହରି ମହତାବ, ଜଗତସିଂହପୁର ସାଂସଦ ବିଭୁ ତରାଇ ମଧ୍ୟ ଉପସ୍ଥିତ ଅଛନ୍ତି । ରାଜ୍ୟସ୍ତରୀୟ କୃଷକ ଦିବସ ସମାରୋହ ମଧ୍ୟ ଆଜି ଅନୁଷ୍ଠିତ ହେଉଛି । ଯୋଗ୍ୟ ଚାଷୀଙ୍କୁ ସିଏମ କିଷାନ ଖରିଫ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking