ଦେବାଶିଷଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଜାମ୍ମୁ ଓ କାଶ୍ମୀର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଛନ୍ତି ଓଡିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ । ଦେବାଶିଷଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି- ଦେଶର ସୁରକ୍ଷାରେ ଦେବାଶିଷଙ୍କ ବଳିଦାନ ସର୍ବଦା ସ୍ମରଣୀୟ ରହିବ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ପରିବାର ସଦସ୍ୟଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଅନୁସାରେ  ଜାମ୍ମୁ ଓ … Continue reading ଦେବାଶିଷଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ