27.6 C
Bhubaneswar
Wednesday, April 15, 2026
Homeଓଡିଶାବଂଶୀ ବଜାଇଲେ ମୁଖ୍ୟମନ୍ତ୍ରୀ

ବଂଶୀ ବଜାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ବଂଶୀ ବଜାଇଲେ ମୁଖ୍ୟମନ୍ତ୍ରୀ। ଓଡ଼ିଆ ପକ୍ଷ ସମାବର୍ତ୍ତନ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। ଏହି କାର୍ଯ୍ୟକ୍ରମରେ ପ୍ରଦର୍ଶିତ ହୋଇଥିବା ଲୋକକଳାର ବାଦ୍ୟଯନ୍ତ୍ର ପ୍ରଦର୍ଶନୀ ବୁଲିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଂଶୀଟିଏ ଦେଖାଇଥିଲେ। ମୁଖ୍ୟମନ୍ତ୍ରୀ ସେହି ବଂଶୀ ବାଦନ କରିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ସେଠାରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking