33.1 C
Bhubaneswar
Wednesday, April 2, 2025
Homeଓଡିଶାଭୁବନେଶ୍ୱରପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ଦେହାନ୍ତରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ଦେହାନ୍ତରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ଦେହାନ୍ତରେ ବିଧାନସଭାରେ ଶୋକ ପ୍ରସ୍ତାବ । ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ ଓ କଂଗ୍ରେସ ମୁଖ୍ୟ ସଚେତକ ତାରା ପ୍ରସାଦ ବାହିନୀପତି ।

ସେ କଟକ ସଦରରୁ ୧୯୯୦ ମସିହାରୁ ୧୯୯୫ ମସିହା ପର୍ଯ୍ୟନ୍ତ ବିଧାୟକ ଥିଲେ। ଗୃହରେ ବାଚସ୍ପତି ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଗୃହରେ ନୀରବ ପ୍ରାର୍ଥନା କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking