28.1 C
Bhubaneswar
Friday, May 9, 2025
Homeଓଡିଶାଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବା କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଓ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ। ଏହି ସମୟରେ ଓଡ଼ିଶା ସ୍ବାର୍ଥ ସମ୍ବଳିତ ବିଭିନ୍ନ ଦାବି କେନ୍ଦ୍ର ପାଖରେ ଦୋହରାଇବେ ବୋଲି ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking