ଝାରସୁଗୁଡା ଯିବେ ମୁଖ୍ୟମନ୍ତ୍ରୀ !

ଝାରସୁଗୁଡା: ଝାରସୁଗୁଡା ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଝାରସୁଗୁଡାରେ ନିର୍ବାଚନୀ ସଭା କରିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୭ ତାରିଖରେ ମୁଖ୍ୟମନ୍ତ୍ରୀ ଝାରସୁଗୁଡା ଯାଇପାରନ୍ତି । ରେଳ ଧାରଣାରେ କଟି ବୃଦ୍ଧଙ୍କ ମୃତ୍ୟୁ