29.5 C
Bhubaneswar
Friday, June 19, 2026
Homeଓଡିଶା୮ରେ ସମ୍ବଲପୁର ଯିବେ ମୁଖ୍ୟମନ୍ତ୍ରୀ

୮ରେ ସମ୍ବଲପୁର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦୁଇଦିନଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୮ ତାରିଖରେ ଯିବେ , ୯ ତାରିଖରେ ଫେରିବେ ମୁଖ୍ୟମନ୍ତ୍ରୀ । ୮ରେ ସିଏମ୍ କିଶାନ ଯୋଜନାର ଶୁଭାରମ୍ଭ କରିିବେ ମୁଖ୍ୟମନ୍ତ୍ରୀ । ୮ ତାରିଖରେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନରୁ ସଂଧ୍ୟା ପର୍ଯ୍ୟନ୍ତ ଏକଧିକ ନୂଆଖାଇ ଭେଟଘାଟରେ ଯୋଗଦେବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking