32.1 C
Bhubaneswar
Tuesday, March 31, 2026
Homeଓଡିଶାଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଶୁଣିବେ ଅଭିଯୋଗ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଶୁଣିବେ ଅଭିଯୋଗ

ଭୁବନେଶ୍ୱର : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଶୁଣିବେ ଅଭିଯୋଗ । ସୋମବାର ଦିନ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ୟୁନିଟ- ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଜନ ଶୁଣାଣି l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦିନ ୧୧ ଟା ସମୟରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ତେବେ ଶୁଣାଣି ପାଇଁ ପଞ୍ଜୀକରଣ କରିବାକୁ ଚାହୁଁଥିବା ବ୍ଯକ୍ତି ସେହି ଦିନ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ କରିପାରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking