27.1 C
Bhubaneswar
Sunday, September 8, 2024
Homeଓଡିଶାଆଜି ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଆଜି ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ବରଗଡ଼: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ତଥା ସଂଲଗ୍ନ ଜିଲ୍ଲାବାସୀଙ୍କ ଦୀର୍ଘଦିନର ସ୍ୱପ୍ନ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିବେ। ଏହି ପ୍ରକଳ୍ପ ଦ୍ୱାରା ଜିଲ୍ଲାର ୪ ବ୍ଲକ ବିଜେପୁର, ବରପାଲି, ସୋହେଲା ଓ ବରଗଡ଼ ବ୍ଲକର ପ୍ରାୟ ୨୫୬୦୦ ହେକ୍ଟର ଚାଷଜମି ଜଳସେଚିତ ହୋଇପାରିବ ଓ ରାଜ୍ୟର ସେଚ ଅଭିଯାନକୁ ଏହା ଆହୁରି ଶକ୍ତିଶାଳୀ କରିବ। ଚଳିତବର୍ଷ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଜିଲ୍ଲାର ବହୁ ପ୍ରତୀକ୍ଷିତ ଲୋୟର ସୁକତେଲ ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଏହାଦ୍ୱାରା ବଲାଙ୍ଗୀର ଓ ସୋନପୁର ଜିଲ୍ଲାର ପ୍ରାୟ ୧ ଲକ୍ଷ ଏକର ଚାଷଜମିକୁ ପାଣି ପହଞ୍ଚିପାରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking