ଜୁନରେ ମେଟ୍ରୋ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମେଟ୍ରୋ ଟ୍ରେନ ଚଳାଚଳ ନେଇ ନଗର ଉନ୍ନୟନ ବିଭାଗ ସଚିବଙ୍କ ସୂଚନା । ଜୁନ ମାସରେ ମେଟ୍ରୋ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବ । ଭିତ୍ତିପ୍ରସ୍ତରର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେଟ୍ରୋ ଟ୍ରେନ ପାଇଁ ସର୍ଭେ ସରି ଯାଇଛି । ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହାର ଡିପିଆର ପ୍ରସ୍ତୁତ କରୁଛି । ଏହା ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । କେଉଁ ରୁଟରେ ମେଟ୍ରୋ ଟ୍ରେନ୍ ଯିବ ତାହା ଚିହ୍ନଟ … Continue reading ଜୁନରେ ମେଟ୍ରୋ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed