23.1 C
Bhubaneswar
Saturday, February 7, 2026
Homeଓଡିଶାମହାମହୀମଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ମହାମହୀମଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ବର୍ଷରେ ପାଦ ଦେଇଛନ୍ତି। ୧୯୫୮ ମସିହା ଜୁନ୍ ୨୦ରେ ମୟୂରଭଞ୍ଜ ଜିଲ୍ଲା ଉପରବେଡ଼ା ଗ୍ରାମରେ ଏକ ସାନ୍ତାଳୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ। ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସେବା ଓ ସମର୍ପଣ ଭାବରେ ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking