କେନ୍ଦୁଝର: ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଅବସରରେ ମକର ବୁଡ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପାଟଣା ରାଜନଗରରେ ମକର ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ । ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ବୁଡ ପକାଇଛନ୍ତି । ପୂଜାର୍ଚ୍ଚନା ପରେ ପତ୍ନୀଙ୍କ ସହ ବୁଡ ପକାଇଛନ୍ତି ।