33.3 C
Bhubaneswar
Friday, June 13, 2025
Homeଓଡିଶାମାର୍ଚ୍ଚ ୧୭ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ

ମାର୍ଚ୍ଚ ୧୭ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର : ଆଗାମୀ ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣିବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ୧୭ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking