29.1 C
Bhubaneswar
Saturday, July 27, 2024
Homeଦେଶ ବିଦେଶ୧୫ ବର୍ଷ ତଳେ ହୋଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣକୁ ଦେଶ କେବେ ବି ଭୁଲି ପାରିବନାହିଁ:...

୧୫ ବର୍ଷ ତଳେ ହୋଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣକୁ ଦେଶ କେବେ ବି ଭୁଲି ପାରିବନାହିଁ: ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ । ୨୬/୧୧ ମୁମ୍ବାଇ ଆକ୍ରମଣକୁ ମନେ ପକାଇଲେ ମୋଦି । ଆକ୍ରମଣରେ ସହିଦଙ୍କୁ ଶ୍ରଦ୍ଧଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୫ ବର୍ଷ ତଳେ ଜଘନ୍ୟ ଆତଙ୍କବାଦୀ ଆକ୍ରମଣ ହୋଇଥିଲା । ଆତଙ୍କବାଦୀ ଆକ୍ରମଣକୁ ଦେଶ କେବେ ବି ଭୁଲି ପାରିବନାହିଁ । ଆକ୍ରମଣରୁ ଆମେ ଅନେକ ଶିକ୍ଷା ଲାଗ କରିଛୁ । ଭୋକାଲ୍ ଫର୍ ଲୋକାଲ୍ ପାଇଁ ପୁଣି ମୋଦିଙ୍କ ଆହ୍ୱାନ । ଦେଶୀ ଉତ୍ପାଦ ଉପରେ ଗୁରୁତ୍ୱ ଦେବାକୁ କହିଲେ ମୋଦି । ଡିଜିଟାଲ ପେମେଣ୍ଟକୁ ମଧ୍ୟ ମୋନିଙ୍କ ୍ରପଶଂସା କରାଯାଇଛି ।

ଗଞ୍ଜେଇ ଚାଲାଣ: ଦମ୍ପତି ଗିରଫ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking