ଭୁବନେଶ୍ୱର: ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି, ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବ । ଅପରାଧୀଙ୍କ ପ୍ରତି ଆଭିମୁଖ୍ୟ ଆହୁରି କଡା ରହିବ । ରାଜ୍ୟରେ ଦଣ୍ଡବିଧାନ ହାର ବଢିଛି, ଦୈନିକ ରିପୋର୍ଟ ନିଆଯାଉଛି । ଆଗକୁ ଯେମିତି ଏଭଳି ଘଟଣା ନ ଘଟିବ ସରକାର ତତ୍ପର ଅଛନ୍ତି ।










