ଭୁବନେଶ୍ୱର: ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ପୂର୍ତ୍ତ ମନ୍ତ୍ରୀଙ୍କ ସଙ୍କେତ । ମନ୍ତ୍ରୀ କହିଛନ୍ତି ଯେ ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା, ସନ୍ତକ ହିସାବରେ ରଖାଯିବ । ମ୍ୟୁଜ୍ୟିମ ଭାବେ ବ୍ୟବହାର କରାଯିବ । ଭବିଷ୍ୟତରେ ଯଦି ବିଧାନ ପରିଷଦ ଗଠନ ହୁଏ, ବ୍ୟବହାର କରାଯିବ । ଲୋକସେବା ଭବନ ଓ ବିଧାନସଭା ମଝିରେ ନିର୍ମାଣ ହେବ ନୂଆ ବିଧାନସଭା ।










